ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଟାଟା ପାୱାର ଜେଇ । ମାଲକାନଗିରି ଟିପିଏସଓଡିଏଲ ଜେଇ ପ୍ରଦେଶ ପ୍ରସାଦ ନାୟକ । ଜେଇଙ୍କ ସହଯୋଗୀ ଭଞ୍ଜକିଶୋର ସ୍ବାଇଁଙ୍କୁ ଅଟକ ରଖିଛି ଭିଜିଲାନ୍ସ । ଏକ ଇଟା ଫ୍ୟାକ୍ଟ୍ରିକୁ ବିଦ୍ୟୁତ ସଂଯୋଗ ଦେବା ପାଇଁ ନେଉଥିଲେ ଲାଞ୍ଚ ।

Leave a Reply

Your email address will not be published. Required fields are marked *