ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିମ ବଙ୍ଗ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର | ଏହା ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ରହିଛି ।ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆହୁରି ୨୪ ଘଣ୍ଟା ବିସ୍ତୃତି ବର୍ଷା ସହ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ, ଭୁବନେଶ୍ୱର ତରଫରୁ ସୂଚନା ଦିଆଯାଇଛି ।
Related Posts
ଆସିପାରିଲାନି ଆମ୍ବୁଲାନ୍ସ , ଅଧାବାଟରେ ପ୍ରସବ
- Jajati express Reporter
- July 8, 2023
- 0
ଏକ୍ଜିଟ ପୋଲରୁ ବଡ଼ ଖବର
- User 003
- June 2, 2024
- 0
‘କୋଭିଡ୍ ସମୟରେ ୪୦ ହଜାର କୋଟିର ଦୁର୍ନୀତି ହୋଇଛି’
- User 003
- January 14, 2024
- 0