ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବିରୋଧରେ ଉଚ୍ଚା ଆକ୍ସନ । ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିସ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଯୋଗୁଁ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କରିଥିଲେ ବାର୍ଷିକ ବିଭାଗୀୟ ସମୀକ୍ଷା । ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୨ ଜୁନ ୫ରେ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବରେ ଦାୟିତ୍ୱ ନେଇଥିଲେ ରୋହିତ । ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗରେ ଦୁର୍ବଳ ପ୍ରଦର୍ଶନ କରିଥିଲା । ଉଚ୍ଚଶିକ୍ଷା ବିଭାଗର ବହୁ କାର୍ଯ୍ୟ ଅଟକି ରହିଥିଲା । ସୂଚନା ଅନୁସାରେ ରୋହିତ ପୂଜାରୀ ରେଢ଼ାଖୋଲ ବିଧାନସଭା ଆସନରୁ ବିଧାୟକ ଅଛନ୍ତି ।
Related Posts
ତହସିଲ କାର୍ଯ୍ୟାଳୟକୁ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଚାନକ ଗସ୍ତ
- User 003
- June 18, 2024
- 0
ବିବାଦୀୟ ବୟାନ ଦେଇ କ୍ଷମା ମାଗିଲେ ସମ୍ବିତ
- User 003
- May 21, 2024
- 0
ଘୋଷଣା ହେଲା ନିଟ୍ ପିଜି ପରୀକ୍ଷା ତାରିଖ
- User 003
- July 5, 2024
- 0