ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲି

ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲି

ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲିପଡ଼ିଛି । ଗୃହରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଲିଖିତ ଉତ୍ତର। ୨୬୦ ପ୍ରାଧ୍ୟାପକ, ୪୫୩ ଆସୋସିଏଟ୍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲି । ରେଭେନ୍ସାରେ ସର୍ବାଧିକ ପଦ ଖାଲି, ତା’ପଛକୁ ରହିଛି ଉତ୍କଳ ବିଶ୍ୱବିଦ୍ୟାଳୟ । ୧୭ ବିଶ୍ୱବିଦ୍ୟାଳୟରେ ୨୨୮୬ ଅଣଶିକ୍ଷକ ପଦବୀ ଖାଲିପଡ଼ିଛି ।