ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ

ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ୱର ଛୁଟି ବାତିଲ ସେହି ପରିଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ଜିଲ୍ଲାପାଳ। ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ।

ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ହୋଇଛି ନିର୍ଦ୍ଦେଶ। ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବା ପାଇଁ ନିର୍ଦ୍ଦେଶ କରାଯାଇଛି।

Leave a Reply

Your email address will not be published. Required fields are marked *