ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ

ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ

ପୁଣି ସୁରକ୍ଷାକର୍ମୀଙ୍କ ବଡ ସଫଳତା। ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ। ମାଲକାଗିରି ସୀମାନ୍ତ ଛତିଶଗଡ଼ର ନାରାୟନପୁର ଓ କଂକେର ସୀମାବର୍ତ୍ତି ଜଙ୍ଗଲରେ ପୁଲିସ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି। ମୃତ ମହିଳା ନକ୍ସଲମାନେ ହେଲେ ଲକ୍ଷ୍ମୀ, ସବିତା ଓ ଶାନ୍ତି। ମୃତ ଲକ୍ଷ୍ମୀଙ୍କର ଘର କାଲିମେଳା ତେକଗୁଡ଼ା ଅଞ୍ଚଳରେ ବୋଲି ଜଣାପଡିଛି। ଗତକାଲି ନାରାୟନପୁର ଓ କଂକେର ସୀମାବର୍ତ୍ତୀ ଜଙ୍ଗଲରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପୁଲିସ ଏନକାଉଣ୍ଟରରେ ୩ ଜଣ ନକ୍ସଲଙ୍କର ମୃତ୍ୟୁ ଘଟିଥିଲା। ଗତକାଲି ନାରାୟନପୁର ଓ କଂକେର ସୀମାବର୍ତ୍ତୀ ଜଙ୍ଗଲରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପୁଲିସ ଏନକାଉଣ୍ଟରରେ ୩ ଜଣ ନକ୍ସଲଙ୍କର ମୃତ୍ୟୁ ଘଟିଥିଲା।

Leave a Reply

Your email address will not be published. Required fields are marked *