କେଉଁ ବିଧାନସଭା ଆସନରେ କେବେ ହେବ ଭୋଟ?

ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ

ଘୋଷଣା ହେଲା ନିର୍ବାଚନ ତାରିଖ। ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ହେବ ଭୋଟ ଗ୍ରହଣ। ମେ’ ୧୩ରେ 4’ଟି ଲୋକସଭା ୨୮ଟି ବିଧାନସଭା, ମେ’ ୨୦ରେ 5ଟି ଲୋକସଭା ୩୫ଟି ବିଧାନସଭା ଆସନ, ମେ’ ୨୫ରେ 6ଟି ଲୋକସଭା ୪୨ଟି ବିଧାନସଭା ଆସନ ଓ ଜୁନ୍‌ ୧ରେ 6ଟି ଲୋକସଭା ୪୨ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ।

କେଉଁ ଲୋକସଭାରେ କେବେ ହେବ ଭୋଟ?

ମେ’ ୧୩- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ

ମେ’ ୨୦- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା

ମେ’ ୨୫- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର

ଜୁନ୍‌ ୧- ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର

କେଉଁ ବିଧାନସଭା ଆସନରେ କେବେ ହେବ ଭୋଟ?

ମେ’ ୨୦ରେ କେଉଁଠି ଭୋଟ
ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡାରେ ହେବ ଭୋଟ।

ମେ’ ୨୦ରେ କେଉଁଠି ଭୋଟ
ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳିରେ ହେବ ଭୋଟ।

ମେ’ ୨୫ରେ କେଉଁଠି ଭୋଟ
କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ରେ ହେବ ଭୋଟ।

ଜୁନ୍‌ ୧ରେ କେଉଁଠି ଭୋଟ
ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ାରେ ହେବ ଭୋଟ।