ଝାରସୁଗୁଡ଼ାରେ ଭୟଙ୍କର ସଡ଼କ ଦୁର୍ଘଟଣା

ଟ୍ରକ-କାର୍ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡ଼ାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ-କାର୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୫ ପୋଲିସ କର୍ମଚାରୀ ମୃତ । ୨ ଗୁରୁତରଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଝାରସୁଗୁଡ଼ା ଏସ୍ ପି ଉପସ୍ଥିତ ଅଛନ୍ତି । କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା କାରଣ ଜଣାପଡିନି ।

Leave a Reply

Your email address will not be published. Required fields are marked *