୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ୍ କାର୍ଡ

୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ୍ କାର୍ଡ

ରାଜ୍ୟରେ ୩୦ ହଜାର ୧୨୫ ଜଣଙ୍କ ରାସନ୍ କାର୍ଡ କଟିଲାଣି। ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର ଦେଇଛନ୍ତି ମନ୍ତ୍ରୀ । EKYCରେ ବାଦ୍ ପଡିଲେଣି ୧ ଲକ୍ଷ ୯ ହଜାର ୮୫୩ ଜଣ। ୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ୍ କାର୍ଡ । ୩ ଲକ୍ଷ ୮୭ ହଜାର ୮୧୯ ନୂଆ ହିତାଧିକାରୀ ଯୋଜନାରେ ସାମିଲ। ଅଯୋଗ୍ୟଙ୍କୁ ବାଦ୍ ଦେଇ ନୂଆଙ୍କୁ ସାମିଲ କରୁଛନ୍ତି ସରକାର ।