୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC
ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗତ ୧୭ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା ।ଅନ୍ୟ ଯେଉଁ ଜିଲ୍ଲାରେ NAC ପାଇଁ ଦାବି ହେଉଛି, ସରକାର ବିଚାର କରୁଛନ୍ତି । ସେଠିକାର ଜନସଂଖ୍ୟା, ଅନ୍ୟାନ୍ୟ ମାପକଠି ନେଇ ସରକାର ବିଚାର କରୁଛନ୍ତି । ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ନୋଟିସ କରି CMOକୁ ପଠାଇବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନୁମୋଦନ କରିବା ଦରକାର।
