ସିଏମ୍ ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗର ସମାଧାନ

ସିଏମ୍ ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗର ସମାଧାନ ହୋଇଛି: ଆଇନ ମନ୍ତ୍ରୀ

ସିଏମ୍ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧% ହୋଇଛି ସମାଧାନ । ଦେଢ଼ ବର୍ଷରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ କରିଛନ୍ତି। ସେଥିରୁ ୧୨ ହଜାର ୪୩୨ ଅଭିଯୋଗର ସମାଧାନ ହୋଇଛି ।ବାକି ଅଭିଯୋଗ ଜଟିଳ ଥିବାରୁ ବିଭାଗୀୟ ତର୍ଜମା କରାଯାଉଛି ।ଆଜି ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର ଦେଇ କହିଛନ୍ତି ।

Leave a Reply

Your email address will not be published. Required fields are marked *