ଆବ୍ରାହମ୍ ଲିଙ୍କନ ୯ ଥର ହାରିଥିଲେ, ମୁଁ ୬ ଥର ହାରିଛି ; ଘାସିରାମ ମାଝୀ
ନୂଆପଡ଼ା ଉପନିର୍ବାଚନରେ ପ୍ରଦର୍ଶନକୁ ନେଇ ଘାସିରାମଙ୍କ କ୍ଷୋଭ । ଭୋଟର ଟଙ୍କାରେ କିଣି ହୋଇଗଲେ, ମାଟି ପୁଅକୁ ଚିହ୍ନିଲେନି। କେନ୍ଦ୍ରୀୟ ନେତାଙ୍କ ସାହାଯ୍ୟ, ସମର୍ଥନ ମିଳିଲାନି। ଆବ୍ରାହମ୍ ଲିଙ୍କନ ୯ ଥର ହାରିଥିଲେ, ମୁଁ ୬ ଥର ହାରିଛି । ଆଉ ୩ ଥର ନିର୍ବାଚନ ଲଢ଼ିବି ବୋଲି କହିଛନ୍ତି ଘାସିରାମ ମାଝି।
