AI ଶିକ୍ଷାକୁ ପ୍ରୋତ୍ସାହନ କରିବାକୁ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତୁତି
AI ଶିକ୍ଷାକୁ ମିଳିବ ଉଡାଣ। କଲେଜରେ ଆରମ୍ଭ ହେବ AI ଶିକ୍ଷା। ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ‘AI for ALL’ ପାଠ୍ୟକ୍ରମ। ରମାଦେବୀ ବିଶ୍ୱବିଦ୍ୟାଳୟରେ AI & ROBOTICS CENTER of EXCELLENCE ଖୋଲାଯାଇଛି। Odisha State Open University, ସମ୍ବଲପୁରରେ କଳା ସ୍ନାତକୋତର ଦ୍ଵିତୀୟ ସେମିଷ୍ଟାରରେ AI ପାଠ୍ୟକ୍ରମ ପଢା ଯାଉଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି।
