କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି

କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଅଟକଳ

କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଅଟକଳ। ପରିକ୍ରମା ପ୍ରକଳ୍ପ ପାଇଁ ସମୀକ୍ଷା ପରେ ଆଇନ ମନ୍ତ୍ରୀଙ୍କ ସୂଚନା । କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସମୀକ୍ଷା ପରେ ସୂଚନା । ଖୁବ୍‌ ଶୀଘ୍ର ଫାଇନାଲ୍‌ DPR, ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ ।ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏଣ୍ଡାମେଣ୍ଟ କମିଶନରଙ୍କ ଉପସ୍ଥିତିରେ ହେଲା ଚୂଡ଼ାନ୍ତ । ବୈଠକରେ ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ଉପସ୍ଥିତ ଥିଲେ ।