ନଭେମ୍ବର ୨୪ରୁ ବାଲିଯାତ୍ରା, ଉପର ପଡ଼ିଆ ପାଇଁ ପ୍ରସ୍ତାବ

ନଭେମ୍ବର ୨୪ରୁ ବାଲିଯାତ୍ରା, ଉପର ପଡ଼ିଆ ପାଇଁ ପ୍ରସ୍ତାବ

ଚଳିତ ବର୍ଷ ଉପର ପଡ଼ିଆରେ ବାଲିଯାତ୍ରାର ଆୟୋଜନ ସମ୍ଭାବନା । କଟକ ବାଲିଯାତ୍ରା – ୨୦୨୬ର ଆୟୋଜନକୁ ନେଇ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଅନୁଷ୍ଠିତ ହେବ। ଉପର ପଡ଼ିଆରେ ବାଲିଯାତ୍ରାର ଆୟୋଜନ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆ ଯାଇଥିବା କଟକ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ଚଳିତ ବର୍ଷ ଉଭୟ ପଡ଼ିଆରେ ବାଲିଯାତ୍ରା ଆୟୋଜନ କରିବା ପାଇଁ ଉଦ୍ୟମ କରାଯାଉଛି ବୋଲି କହିଛନ୍ତି ଜିଲ୍ଲାପାଳ।

Leave a Reply

Your email address will not be published. Required fields are marked *