ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ । ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ସମ୍ପୂର୍ଣ୍ଣ ନିଷେଧ । ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ବିଏମସି ସାଧାରଣ ବରିଷଦ ବୈଠକରେ ଏନେଇ ନିଷ୍ପତ୍ତି ।

Leave a Reply

Your email address will not be published. Required fields are marked *