ଭୁବନେଶ୍ବରରେ ସର୍ବାଧିକ ବର୍ଷା

ଭୁବନେଶ୍ବରରେ ୧୧୨.୩ ମିମି ବର୍ଷା

ଭୁବନେଶ୍ବରରେ ୧୧୨.୩ ମିମି ବର୍ଷା । ରାଜଧାନୀ ଭୁବନେଶ୍ବରରେ ୧୦୦ ମିମି ଅତିକ୍ରମ କଲା ବର୍ଷା । ୨୪ ଘଣ୍ଟାରେ ୧୧୨.୩ ମିମି ବର୍ଷା ରେକର୍ଡ । ଚାନ୍ଦବାଲିରେ ୬୪.୬ ମିମି, ପୁରୀରେ ୫୫.୭ ମିମି ବର୍ଷା ରେକର୍ଡ ହୋଇଛି ।ଅନ୍ୟପଟେ, ସାରା ରାଜ୍ୟରେ ବର୍ଷା ବିତ୍ପାତ । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ବର୍ଷା ଯୋଗୁ ବିଭିନ୍ନ ସହରାଞ୍ଚଳରେ ଜଳବନ୍ଦି ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *