ଶଙ୍ଖଭବନରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବ ବୈଠକ

ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ବଜେଟ୍ଅ ଧିବେଶନ ରଣନୀତି ନେଇ ବିସ୍ତୃତ ଆଲୋଚନା ହୋଇପାରେ ବୋଲି ଅନୁମାନ କରାଯାଉଛି। ଏଥିରେ ଚାଷୀ ସମସ୍ୟା, ପିୟୁସିସି ପରି ପ୍ରସଙ୍ଗ ନେଇ ରଣନୀତି ପ୍ରସ୍ତୁତ ହୋଇପାରେ ବୋଲି ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

Leave a Reply

Your email address will not be published. Required fields are marked *