ଆସନ୍ତାକାଲି ରାଜ୍ୟ କାର୍ଯ୍ୟାଳୟରେ ବିଜେପି କୋର୍ କମିଟି ବୈଠକ
ଆସନ୍ତାକାଲି ରାଜ୍ୟ କାର୍ଯ୍ୟାଳୟରେ ବିଜେପି କୋର୍ କମିଟି ବୈଠକ । ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସୂଚନା। ରାଜ୍ୟ ବିଜେପି ସଭାପତିଙ୍କ ଅଧ୍ୟକ୍ଷତାରେ ବସିବ କୋର୍ କମିଟି ବୈଠକ। ୨ ପ୍ରଭାରୀଙ୍କ ସହ ଉପସ୍ଥିତ ରହିବେ କୋର୍ କମିଟିର ସମସ୍ତ ସଦସ୍ୟ। ନୂଆପଡା ଉପନିର୍ବାଚନ ନେଇ ବୈଠକରେ ଆଲୋଚନା ହେବ। ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ ନେଇ ହୋଇପାରେ ମାନସ ମନ୍ଥନ।
