୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ
ଓଡ଼ିଶା ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କଲା ବିଜେପି । ଉଭୟ ଲୋକସଭା ଓ ବିଧାନସଭା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ଭାରତୀୟ ଜନତା ପାର୍ଟି । ଓଡ଼ିଶା ପାଇଁ ପ୍ରସ୍ତୁତ ହୋଇଥିବା ଷ୍ଟାର ପ୍ରଚାରକ ତାଲିକାରେ ମୋଦିଙ୍କ ସହିତ ରହିଛନ୍ତି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ, ଭୂପେନ୍ଦ୍ର ଯାଦବ, ଅଶ୍ୱିନୀ ବୈଷ୍ଣବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ,
ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା, ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସୁନୀଲ ବଂଶଲ, ଧର୍ମେନ୍ଦ୍ର ପ୍ରଧାନ, ବିଜୟପାଲ ସିଂହ ତୋମାର, ସୁଶ୍ରୀ ଲତା ଉସେଣ୍ଡି, ଶାନ୍ତନୁ ଠାକୁର, ବିଶ୍ୱେଶ୍ୱର ଟୁଡୁ, ଜୟ ନାରାୟଣ ମିଶ୍ର, ଜୁଏଲ ଓରାମ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କେଦାର ନାଥ କଶ୍ୟପ, ଅପରାଜିତା ଷଡ଼ଙ୍ଗୀ, ସମ୍ବିତ ପାତ୍ର, ବସନ୍ତ କୁମାର ପଣ୍ଡା, ସୁରେଶ ପୂଜାରୀ, କନକ ବର୍ଦ୍ଧନ ସିଂହଦେଓ, ସମୀର ମହାନ୍ତି, ମାନସ କୁମାର ମହାନ୍ତି, ଗୋଲକ ପ୍ରସାଦ ମହାପାତ୍ର, ପୁର୍ଣ୍ଣିମା କେରକେଟ୍ଟା, ସାରଦା ପ୍ରସାଦ ଶତପଥୀ, ରମେଶ ସାହୁ, ଅନୁଭବ ମହାନ୍ତି, ହରିହର ମହାପାତ୍ର, ପିଙ୍କି ପ୍ରଧାନ ଓ ଶ୍ରୀତମ ଦାସ।