ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜମୋହନ ରାମ

ଆଜି ଶପଥ ନେବେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜମୋହନ ରାମ । ରାଜଧାନୀ ଭୁବନେଶ୍ୱରର ଲୋକଭବନରେ ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ସମାରୋହ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଗତକାଲି ଭୁବନେଶ୍ୱରରେ ପହଞ୍ଚିଥିଲେ ନୂଆ ରାଜ୍ୟପାଳ । ଏହାପରେ ସେ ପୁରୀ ଗସ୍ତ କରି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ ।

Leave a Reply

Your email address will not be published. Required fields are marked *