ଓଡ଼ିଶା ବନ୍ଦକୁ ସମର୍ଥନ କରୁନି ରାଜ୍ୟ ବସ୍ ମାଲିକ ସଂଘ

ଆସନ୍ତାକାଲି ଚାଲିବ ବସ୍

ଓଡ଼ିଶା ବନ୍ଦକୁ ସମର୍ଥନ କରୁନି ଓଡ଼ିଶା ରାଜ୍ୟ ବସ୍ ମାଲିକ ସଂଘ । ଗୋଟେ ଦିନ ବସ୍ ବନ୍ଦ ହେଲେ ଲୋକ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେବେ । ବସ୍ ମାଲିକ ବଡ଼ କ୍ଷତିର ସମ୍ମୁଖୀନ ହେବ । ତେଣୁ ଆସନ୍ତାକାଲି ବସ୍ ସେବା ଚାଲିବ । ଯେଉଁଠି ପିକେଟିଙ୍ଗରେ ବନ୍ଦ କରାଯିବ ସେଠାରେ ବସ୍ ସେବା ବନ୍ଦ ରହିବ ବୋଲି କହିଛନ୍ତି ଓଡ଼ିଶା ରାଜ୍ୟ ବସ୍ ମାଲିକ ସଂଘ ସଭାପତି ବରଦା ପ୍ରସନ୍ନ ଆଚାର୍ଯ୍ୟ ।

Leave a Reply

Your email address will not be published. Required fields are marked *