ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ

ସାରଦା ନାୟକଙ୍କ ନାଁରେ ମାମଲା

ନିର୍ବାଚନରେ ବିଜୟୀ ହେବା ପରେ ଏବେ ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ । ତାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ଆସିଛି ସାଂଘାତିକ ଅଭିଯୋଗ । ନିର୍ବାଚନ ପୂର୍ବରୁ ସାରଦା ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି ପ୍ରତିପକ୍ଷ କଂଗ୍ରେସ ପ୍ରାର୍ଥୀ ।