ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ

ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ

ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ। କୋମନା ଥାନାରେ ଯୁବକଙ୍କ ଲିଖିତ ଅଭିଯୋଗ ଅଧାରରେ ମାମଲା। ବବି ଦାସଙ୍କ ସହ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ନାଁରେ ମାମଲା । BNS ୧୨୬ (୨), ୨୯୬, ୧୧୫ (୨), ୩୫୧ (୨) ଓ ୩ (୫) ଧାରାରେ ମାମଲା ରୁଜୁ । ବିଜେଡି ନେତା ମନୋଜ ମିଶ୍ରଙ୍କ ଫାର୍ମ ହାଉସରେ ମାଡ଼ ମାରିଥିବାର ଅଭିଯୋଗ। ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ। ବିଜେପିରେ କାହିଁକି ବୁଲୁଛୁ କହି ମାଡ଼ ମାରିଥିବାର ଅଭିଯୋଗ । ଏନେଇ ବବି ଦାସ ଓ ଅଧିରାଜ ପାଣିଗ୍ରାହୀଙ୍କ ପ୍ରତିକ୍ରିୟା ମିଳି ନାହିଁ ।

Leave a Reply

Your email address will not be published. Required fields are marked *