ଆମ ସାଥୀ ୟୁନିଫାଏଡ୍ ହ୍ବାଟ୍ସଆପ୍ ବଟ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଆମ ସାଥୀ ୟୁନିଫାଏଡ୍ ହ୍ବାଟ୍ସଆପ୍ ବଟ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଏଣିକି ହାତ ପାଆନ୍ତରେ ମିଳିବ ରାଜସ୍ବ ସେବା। ଆଉ ବାରମ୍ବାର ତହସିଲକୁ ଦୌଡ଼ିବାକୁ ପଡ଼ିବ ନାହିଁ । 9437292000 ହ୍ବାଟ୍ସଆପ୍ ନଂରେ ରାଜସ୍ବ ସେବା ପାଇହେବ। ୫୭ ଟି ଉପ ନିବନ୍ଧନ କାର୍ଯ୍ୟାଳୟର ମଧ୍ୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ।
