ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନର ରହଣିରେ ଏକାଧିକ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।ଦିଲ୍ଲୀରେ ଅନେକ ଗୁରୁତ୍ବପୂର୍ଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ଏପଟେ ଦିନେ ଦୁଇ ଦିନ ଭିତରେ ପୁଣି ଦିଲ୍ଲୀ ଗସ୍ତରେ ଯିବେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନେ କିମ୍ବା ଦୁଇ ଦିନ ଭିତରେ ଦିଲ୍ଲୀ ଯାଇପାରନ୍ତି ବିଜେପି ରାଜ୍ୟ ସଭାପତି ।