ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଯିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦିଲ୍ଲୀ ଭାରତ ମଣ୍ଡପରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନଏଚ କତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ମଧ୍ୟ ଆଲୋଚନା ହେବ । ତାହା ସହ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର ରହିଛି କାର୍ୟ୍ୟକ୍ରମ।

Leave a Reply

Your email address will not be published. Required fields are marked *