ସମୀର ସାହୁଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ
ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ସମୀର ସାହୁଙ୍କୁ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ୩ ଦିନିଆ ରିମାଣ୍ଡରେ ନେବାକୁ ମଞ୍ଜୁରୀ ଦେଲେ କୋର୍ଟ ।ଘଟଣାର ଅଧିକ ତଦନ୍ତ ପାଇଁ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ। ଏଫ୍ଏମ୍ ଛାତ୍ରୀ ଆତ୍ମହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ HOD ସମୀର ସାହୁ। ଜୁଲାଇ ୧୨ ତାରିଖରେ ସମୀରଙ୍କୁ କଲେଜ ପରିସରରରୁ ଗିରଫ କରିଥିଲା ।
