ବିଜେପିରେ ଯୋଗଦେଲେ ଦେବାଶିଷ ସାମନ୍ତରାୟ

ବିଜେପିରେ ଯୋଗଦେଲେ ଦେବାଶିଷ ସାମନ୍ତରାୟ

ବିଜେପିରେ ଯୋଗଦେଲେ ଦେବାଶିଷ ସାମନ୍ତରାୟ । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ବିଜେପିରେ ମିଶିଲେ ଦେବାଶିଷ । ମନମୋହନ ସାମଲ ଓ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ସାମିଲ ଦଳରେ ଯୋଗ ଦେଇଛନ୍ତି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ । ଏହା ପରେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ଦେବାଶିଷ ସାମନ୍ତରାୟ ।

Leave a Reply

Your email address will not be published. Required fields are marked *