ବିଜେଡିର ନୂଆ ମହିଳା ବ୍ରିଗେଡ

୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀଙ୍କୁ ଦାୟିତ୍ୱ ବଣ୍ଟନ

ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ ସଭାନେତ୍ରୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ୧୫୮ ଜଣଙ୍କୁ ଉପସଭାନେତ୍ରୀ ଦାୟିତ୍ୱ ମିଳିଥିବାବେଳେ ସାଧାରଣ ସମ୍ପାଦିକା, ସମ୍ପାଦିକା ଦାୟିତ୍ୱ ମଧ୍ୟ ମିଳିଛି।ଜୋନାଲ ସଭାନେତ୍ରୀ ଓ ଉପସଭାନେତ୍ରୀ ଭାବେ ୭ ଜଣଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି।

Leave a Reply

Your email address will not be published. Required fields are marked *