କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଡିକେ ଶିବକୁମାର

ଜୁନ୍ ୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଡିକେ ଶିବକୁମାର

କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଡିକେ ଶିବକୁମାର । ଆସନ୍ତୁ ଜୁନ୍ ୩ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଡିକେ ଶିବକୁମାର । କର୍ଣ୍ଣାଟକ ରାଜ୍ୟପାଳ ଥୱର ଚାନ୍ଦ ଗେହଲଟ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଛନ୍ତି । ଆସନ୍ତା ଜୁନ୍ ୩ ତାରିଖରେ ଶିବକୁମାର କର୍ଣ୍ଣାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ବେଙ୍ଗାଲୁରୁର ଲୋକଭବନ ଗ୍ଲାସ ହାଉସରେ ଏହି ଭବ୍ୟ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ।

Leave a Reply

Your email address will not be published. Required fields are marked *