ବିନା କଷ୍ଟମସ୍ ଚାର୍ଜରେ ସିଗାରେଟ୍ ଚାଲାଣ

ଭୁବନେଶ୍ବର ଏୟାରପୋର୍ଟରୁ ଧରାପଡ଼ିଲା ବିଦେଶୀ ସିଗାରେଟ୍

ବିନା କଷ୍ଟମସ୍ ଚାର୍ଜରେ ସିଗାରେଟ୍ ଚାଲାଣ । ଭୁବନେଶ୍ବର ଏୟାରପୋର୍ଟରୁ ଧରାପଡ଼ିଲା ବିଦେଶୀ ସିଗାରେଟ୍ । ପୁଳା ପୁଳା ବିଦେଶୀ ସିଗାରେଟ୍ ଜବତ କଲା କଷ୍ଟମସ୍ ବିଭାଗ । ଗତକାଲି ଦୁବାଇରୁ ଭୁବନେଶ୍ବର ଆସିଥିବା ବିମାନର ୮ଜଣ ଯାତ୍ରୀଙ୍କ ଠାରୁ ସିଗାରେଟ୍ ଠାବ ହୋଇଛି ।୫ଜଣ ଉତ୍ତରପ୍ରଦେଶ ରାମପୁରର ଓ ୩ ଜଣ ଦିଲ୍ଲ ଯାତ୍ରୀ । ସେମାନଙ୍କ ବ୍ୟାଗରୁ ୨୫୦ରୁ ଅଧିକ ସିଗରେଟ୍ ଜବତ ହୋଇଛି । ସମସ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମସ୍ ବିଭାଗ ।

Leave a Reply

Your email address will not be published. Required fields are marked *