ଗଞ୍ଜାମ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ

ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ। ଗୁରୁବାର ରାତି ପ୍ରାୟ ୯ଟା ବେଳେ ତାଙ୍କ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟଗତ ସମସ୍ୟା ନେଇ ସେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଦୀର୍ଘଦିନ ଧରି ଚିକିତ୍ସାଧୀନ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ୨୦୦୪ ଏବଂ ୨୦୦୯ରେ ଦୁଇ ଥର ବିଜେଡିରୁ ଟିକେଟରୁ ସେ ବିଧାୟକ ହୋଇଥିଲେ । ତେବେ ୨୦୧୯ରେ ସେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ ।

Leave a Reply

Your email address will not be published. Required fields are marked *