ଉପରମୁଣ୍ଡରେ ପ୍ରବଳ ବର୍ଷା, ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ୪ଟି ଗେଟ । ବର୍ତ୍ତମାନ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୬.୨୩ ଫୁଟ। ଜଳଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୧୫ ହଜାର ୬୪୪ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୧ ଲକ୍ଷ ୩୩ ହଜାର ୫୩ କ୍ୟୁସେକ ଜଳ ।