ଭାଗଚାଷୀଙ୍କ ପାଇଁ ନୂଆ ଆଇନ ଆଣିପାରନ୍ତି ସରକାର
ଭାଗଚାଷୀଙ୍କ ପାଇଁ ନୂଆ ଆଇନ ଆଣିପାରନ୍ତି ସରକାର । ଏନେଇ ସଂକେତ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ରାଜସ୍ୱ ବିଭାଗ ବିଚାର କରିବାକୁ କହିଲେ ମୁଖ୍ୟମନ୍ତ୍ରୀ । ଏହା ହୋଇପାରିଲେ ଭାଗଚାଷୀମାନେ ସରକାରୀ ସୁବିଧା ପାଇ ପାରିବେ । ବାହାର ରାଜ୍ୟର ଆଇନକୁ ଅନୁଧ୍ୟାନ କରାଯାଉଛି କହିଲେ ରାଜସ୍ବ ମନ୍ତ୍ରୀ କହିଛନ୍ତି ।
