ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ

ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ

ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି। ଭୁବନେଶ୍ୱର-ଗୋପାଳପୁର, ଭୁବନେଶ୍ୱର-ଶିମିଳିପାଳକୁ ହେଲିଟ୍ୟାକ୍ସି ସେବା ଜାରି ରହିବ। ହେଲିଟ୍ୟାକ୍ସି ସେବା ପାଇଁ ‘ପବନ ହଂସ ଲିଃ’କୁ ମନୋନୀତ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *