ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ, ୨ ମ୍ୟାନଜରଙ୍କ ନାଁରେ ଏତଲା
ବଢିଲା ହ୍ୟୁମାନ ସାଗର ମୃତ୍ୟୁ ବିବାଦ । କୋଶଲ ବାଦୀ ସଂଗଠନ ଓ ବିଭିନ୍ନ ସଂଗଠନ ପକ୍ଷରୁ ଟାଉନ ଥାନାରେ ଅଭିଯୋଗ । ହ୍ୟୁମାନ ସାଗରଙ୍କ ଇଭେଣ୍ଟ ମ୍ୟାନେଜର ଦୀନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଅଭିଯୋଗ । ହ୍ୟୁମାନ ସାଗରଙ୍କ ମୃତ୍ୟୁ ସଠିକ୍ ତଦନ୍ତ ଦାବି କରିଛି କୋଶଳ ବାଦୀ ସଂଗଠନ । ଦିନେଶ ଆଉ ପ୍ରଶାନ୍ତଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି ।
