ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ। କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲଙ୍କ ଉପସ୍ଥିତରେ ବୈଠକରେ ରାଜ୍ୟ ସଙ୍ଗଠନ ନେଇ ଆଲୋଚନା ହୋଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତି, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ବିରଞ୍ଚି ତ୍ରିପାଠୀ, ସାରଦା ଶତପଥୀ ପ୍ରମୁଖ ବୈଠକରେ ଉପସ୍ଥିତ ଅଛନ୍ତି।
