ଆଜି ବିଜେପିରେ ମିଶିପାରନ୍ତି ଜୟ ଢୋଲକିଆ

ଆଜି ବିଜେପିରେ ମିଶିପାରନ୍ତି ଜୟ ଢୋଲକିଆ

ଆଜି ବିଜେପିରେ ମିଶିପାରନ୍ତି ଜୟ ଢୋଲକିଆ। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ।ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିପାରନ୍ତି ଜୟ ଢୋଲକିଆ ।ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ରାଜନୈତିକ ଚର୍ଚ୍ଚା।ଜୟ ଢୋଲକିଆ ବିଜେଡିରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ବିଜେପିରେ ମିଶିବା ଖବର ନୂଆପଡ଼ା ରାଜନୀତିକୁ ଆହୁରି ଉଷ୍ମ କରିଛି। ନୂଆପଡ଼ା ଉପନିର୍ବାଚନ ପାଇଁ କେବଳ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ଏବଂ ବିଜେପି ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି।