ଶପଥ ନେଲେ ଜୟ ଢୋଲକିଆ

ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ ଜୟ ଢୋଲକିଆ

ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଜୟ ଢୋଲକିଆଙ୍କ ଯୋଗଦାନ ବିଧାନସଭାରେ ବିଜେପିର ଉପସ୍ଥିତିକୁ ସୁଦୃଢ଼ ​​କରିଛି।୨୦୨୪ ବିଧାନସଭା ନିର୍ବାଚନରେ ରାଜେନ୍ଦ୍ର ଢୋଲକିଆ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୨୫ ମସିହାରେ ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିଲା ।

Leave a Reply

Your email address will not be published. Required fields are marked *