ଦେଶର ୫୩ତମ CJI ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ

ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି

ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି । ଦେଶର ୫୩ତମ CJI ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ। ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୨୭ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ CJI ରହିବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ।ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହ ଏଥର ଥିଲା ସଂପୂର୍ଣ୍ଣ ଭିନ୍ନ । ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହୋଇଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି ଏବଂ ବିଚାରପତିମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *