ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା

ସୃଷ୍ଟି ହେଲା ଲଘୁଚାପ

ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *