ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ନେଇ ବସିବ ବୈଠକ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ନେଇ ବସିବ ଉଚ୍ଚସ୍ତରୀୟ ବୈଠକ । ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ଗଣତି ମଣତି ପାଇଁ ଦିନ ଧାର୍ଯ୍ୟ ହେବ । ଏହାସହ ଏସଓପି ପ୍ରସ୍ତୁତି ସମ୍ପର୍କରେ ସବିଶେଷ ଆଲୋଚନା ହେବ ।

Leave a Reply

Your email address will not be published. Required fields are marked *