ଚାଷୀଙ୍କୁ କଥା ଦେଇ କଥା ରଖିନଥିଲେ ବିଜେଡି

ବିଜେଡିକୁ ମୋହନଙ୍କ ଟାର୍ଗେଟ

ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ପୂର୍ବ ସରକାରଙ୍କୁ ସମାଲୋଚନା। ଗତ ସରକାର ଚାଷୀଙ୍କୁ କଥା ଦେଇ କଥା ରଖିନଥିଲେ । ସୋହେଲାରେ କହିଲେ ଚାଷୀଙ୍କୁ ଶହେ ଟଙ୍କା ବୋନସ ଦେବେ, କିନ୍ତୁ ଦେଲେନି। ଚାଷୀ ଆତ୍ମହତ୍ୟା ଦେଖା ଦେଇଥିଲା କହିଲେ ମୋହନ ମାଝୀ । ଆମ ସରକାର ଆସୁ ଆସୁ ବଡ଼ ପଦକ୍ଷେପ ନେବା ପାଇଁ ଯାଉଛୁ। କ୍ବିଣ୍ଟାଲ ପିଛା ବୋନସ୍ ୮୦୦ ଟଙ୍କା ଦେବାକୁ ବ୍ୟବସ୍ଥା କରିଛୁ ।

Leave a Reply

Your email address will not be published. Required fields are marked *