ଶେଷ ହୋଇଛି ମୌସୁମୀ ଅଧିବେଶନ

୨ଟି ବିଲ୍‌ ସହ GST ସଂଶୋଧନ ନେଇ ସଂକଳ୍ପ ପ୍ରସ୍ତାବ ପାରିତ

ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ।ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି । ମୌସୁମୀ ଅଧିବେଶନରେ ରହିଥିଲା ୬ଟି କାର୍ଯ୍ୟ ଦିବସ ।୨ଟି ବିଲ୍‌ ସହ GST ସଂଶୋଧନ ନେଇ ସଂକଳ୍ପ ପ୍ରସ୍ତାବ ପାରିତ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୫ ପାରିତ।। ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌ ୨୦୨୫ ପାରିତ । GST ସଂଶୋଧନ ପାଇଁ ପିଏମ୍‌ଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ ସଂକଳ୍ପ ପାରିତ ।ପୂଜା ପାଇଁ ଦିନକ ପୂର୍ବରୁ ଅଧିବେଶନ ସାରିବାକୁ ଆସିଥିଲା ପ୍ରସ୍ତାବ ।