ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ : ମହମ୍ମଦ ମୋକିମ

ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ

ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ । ସେ କହିଛନ୍ତି ଖୁବ୍ ଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ରାଜ୍ୟ ରାଜନୀତିର ସ୍ଥିତି ପାଇଁ ବିକଳ୍ପର ଆବଶ୍ୟକତା ଅଛି । ଅନେକ ଯୁବ ନେତୃତ୍ୱଙ୍କୁ ଏକ ବଡ ସୁଯୋଗ ଆବଶ୍ୟକତା ରହିଛି । ସେଥିପାଇଁ ଯୁବବର୍ଗ ଆମ ସହ ଯୋଗାଯୋଗରେ ଅଛନ୍ତି । ଆମେ ଯୁବ ଓ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରୁଛୁ ବୋଲି କହିଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ ।

Leave a Reply

Your email address will not be published. Required fields are marked *