କ୍ୟାବିନେଟ ଭଙ୍ଗ କଲେ ନୀତିଶ କୁମାର

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର

ଦୀର୍ଘ ୨୦ ବର୍ଷ ଧରି ବିହାର ଚାଲିଥିବା ନୀତିଶ ଯୁଗର ସମାପ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ କ୍ୟାବିନେଟ୍ ଭଙ୍ଗ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ନୀତିଶ ରାଜ୍ୟସଭା ସାଂସଦ ଭାବେ ଦିଲ୍ଲୀ ଯାଉଛନ୍ତି ଓ ବିହାର ରାଜନୈତିକ ଭାଗ୍ୟ ଭବିଷ୍ୟତ ଏବେ ବିଜେପି ହାତରେ ସମର୍ପିତ କରିଛନ୍ତି । ଏସବୁ ଭିତରେ ବିହାର ପାଇଁ ନୀତିଶ କୁମାର ଶେଷ ଚିଠି ମଧ୍ୟ ଲେଖିଛନ୍ତି । ସେ ଲେଖିଛନ୍ତି କି, ତାଙ୍କ ରାଜନୈତିକ ଜୀବନ ମଧ୍ୟରେ ବିହାର ଲୋକଙ୍କ ପାଇଁ ସେ ଅନେକ କାମ କରିଛନ୍ତି । ଏତେଦିନ ବିହାର ଲୋକମାନେ ତାଙ୍କୁ ସେବା କରିବାର ସୁଯୋଗ ଦେଇଥିବାରୁ ସେ ବିହାରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *