ବ୍ରହ୍ମପୁରରେ ପାକିସ୍ତାନୀ ମହିଳା ଚିହ୍ନଟ

ବ୍ରହ୍ମପୁରରେ ରହୁଥିବା ପାକିସ୍ତାନୀ ମହିଳାଙ୍କୁ ନୋଟିସ

ବ୍ରହ୍ମପୁରରେ ରହୁଥିବା ଜଣେ ପାକିସ୍ତାନୀ ମହିଳାଙ୍କୁ ନୋଟିସ । ଟାଉନ ଥାନା ଅଞ୍ଚଳରେ ରହୁଥିବା ମହିଳାଙ୍କୁ ଦେଶ ଛାଡ଼ିବାକୁ ନୋଟିସ ଦେଲା ପୋଲିସ ।ନୋଟିସ ସହ ମହିଳାଙ୍କ ଘରେ ପହଞ୍ଚି ଭିସା ଯାଞ୍ଚ କଲା ପୋଲିସ । ମିଲିଟାରୀ ଲାଇନ ବଡ଼ ମସଜିଦ୍‌ ସାହିରେ ରହୁଛନ୍ତି ମହିଳା । ଓଡ଼ିଶାରେ ୨୫ ବର୍ଷରୁ ଅଧିକ ହେବ ପରିବାର ସହ ରହୁଛନ୍ତି । କିଛି ବର୍ଷ ପୂର୍ବେ ମହିଳାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଛି । ମହିଳା ଜଣଙ୍କ ନିଜ ସାନ ଝିଅ ସହ ଏଠାରେ ରହୁଛନ୍ତି ।