ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଋତୁସ୍ରାବ ପାଇଁ ଦିନେ ଛୁଟି

ସ୍ୱାଧୀନତା ଦିବସରେ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ । କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ଦିନେ ଛୁଟି ଘୋଷଣା କରିଛନ୍ତି । କଟକରେ ସ୍ବାଧୀନତା ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ପ୍ରଭାତୀ ପରିଡ଼ା । ସରକାରୀ ଓ ଘରୋଇ ମହିଳା କର୍ମଚାରୀ ଦିନକ ପାଇଁ ଛୁଟି ନେଇପାରିବେ । ଋତୁସ୍ରାବ ଦିନ କିମ୍ବା ଦ୍ବିତୀୟ ଦିନ କର୍ମଜୀବୀ ମହିଳା ଛୁଟି ନେଇପାରିବେ ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *