କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ ବାବୁ ନିଲମ୍ବିତ

କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ ବାବୁ ନିଲମ୍ବିତ

ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ ବାବୁ ନିଲମ୍ବିତ ହୋଇଛନ୍ତି ।୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ କରିଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୂରେଶ ପୂଜାରୀ । ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ରହିଥିଲା । ତେବେ ବିପର୍ଯ୍ୟୟ ସମୟରେ ସେବାରେ ଖିଲାପକାରୀଙ୍କୁ ଛଡ଼ାଯିବନି ବୋଲି ମନ୍ତ୍ରୀ ଚେତାଇ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *